Sambad Odisha

ରାଜ୍ୟ

ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ 

ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

ନିରାକାରପୁର,୧୭/୮(ସମ୍ବାଦ ଓଡ଼ିଶା): ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସଂଘ ସଭାପତି ପ୍ରସନ୍ନ କୁମାର ନନ୍ଦ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ପାଦକ ଦୀନବନ୍ଧୁ କର, ନିର୍ଦ୍ଦେଶକ ରାମକୃଷ୍ଣ ପଟ୍ଟନାୟକ ଓ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଜୟଶ୍ରୀ ଜେନାଙ୍କ ସମେତ ଅନ୍ୟ ସଭ୍ୟମାନେ ଉପସ୍ଥିତ ରହିଥିଲେ ।

admin

admin

About Author

Leave a comment

Your email address will not be published. Required fields are marked *