Stay Tuned!

Get trusted Odia news and updates delivered to your inbox. Subscribe now to stay connected!

ରାଜନୀତି ରାଜ୍ୟ

ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ, ଏପ୍ରିଲ ୧୯ରେ ହେବ ନାଁ ଘୋଷଣା

  • August 8, 2022
  • 0 Comments

ଭୁବନେଶ୍ବର: ଆଜି ବିଜେଡିର ସଭାପତି ପ୍ରାର୍ଥୀ ଭାବେ ପୁଣି ପ୍ରାର୍ଥୀପତ୍ର ଦାଖଲ କଲେ ନବୀନ ପଟ୍ଟନାୟକ। ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାରୁ ସେ ପୁଣି ଥରେ ବିଜେଡି ସଭାପତି ହେବା ନିଶ୍ଚିତ ବୋଲି କୁହାଯାଉଛି। ଦିନ ୧୦ ଟାରୁ ଦିନ ୧ ଟା ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ କରାଯାଇଥିଲା। ଏହି ସମୟ ମଧ୍ୟରେ କେବଳ ନବୀନ ପଟ୍ଟନାୟକ ନାମାଙ୍କନ ଭରିଛନ୍ତି। ନବୀନ ନାମାଙ୍କନ ଭରିବା ବେଳେ ଦଳର ବରିଷ୍ଠ […]

ରାଜନୀତି ଶିକ୍ଷା

କଲେଜ ଛାତ୍ରୀଙ୍କ ପାଇଁ ବଡ ଘୋଷଣା: ସୁଭଦ୍ରା ସର୍ଭେରେ ହେବେ ସାମିଲ

  • August 8, 2022
  • 0 Comments

ଭୁବନେଶ୍ୱର: କଲେଜ ଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା। ଏଣିକି ସୁଭଦ୍ରା ସର୍ଭେରେ ସାମିଲ ହୋଇପାରିବେ କଲେଜ ଛାତ୍ରୀ। ସୁଭଦ୍ରା ସହାୟତା ପାଇଥିବା ହିତାଧିକାରୀଙ୍କଠାରୁ ମତାମତ ସଂଗ୍ରହ ସର୍ବେକ୍ଷଣରେ କଲେଜ ଛାତ୍ରୀମାନଙ୍କୁ ସାମିଲ କରାଯିବ। ଏନେଇ ଗତକାଲି ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ସୁଭଦ୍ରା ହିତାଧିକାରୀ ଯେଉଁମାନେ ଟଙ୍କା ପାଇବାରୁ ବଞ୍ଚିତ ଅଛନ୍ତି ସେମାନଙ୍କ ପାଇଁ ସର୍ଭେ ହେବ ବୋଲି କହିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ପୂର୍ବରୁ ସୁଭଦ୍ରାର ପ୍ରଭାବ ସଂପର୍କରେ ମୂଲ୍ୟାୟନ କରିବା […]

ଅପରାଧ ରାଜ୍ୟ

ଲାଞ୍ଚ ନେଇ ଧରାପଡ଼ିଲେ ଏସଆଇ, ଏଫଆଇଆର ରଖିବାକୁ ନେଉଥିଲେ ଟଙ୍କା

  • August 2, 2022
  • 0 Comments

ନୟାଗଡ଼: ଲାଞ୍ଚ ନେଇ ଧରାପଡ଼ିଲେ ଏସଆଇ। ଏଫଆଇଆର ରଖିବାକୁ ଜଣେ ମହିଳାଙ୍କ ଠାରୁ ଟଙ୍କା ନେଉଥିବାବେଳେ ଧରିଲା ଭିଜିଲାନ୍ସ। ଗିରଫ ଏସଆଇ ଜଣକ ହେଉଛନ୍ତି ନୟାଗଡ଼ ଶରଣକୂଳ ଥାନା ଏସଆଇ ରାଜେଶ ଶ୍ରୀଚନ୍ଦନ। ସୂଚନା ଅନୁଯାୟୀ, ମୋନାଲିସା ଦାସ ନାମକ ଜଣେ ମହିଳା ଥାନାରେ ଏଫଆଇର ଦେବାକୁ ଆସିଥିଲେ। ମାତ୍ର ଏଫଆଇଆର ରଖିବାକୁ ଟଙ୍କା ମାଗିଥିଲେ ଏସଆଇ ଜଣକ। ଏମିତିକି ଟଙ୍କା ନଦେଲେ ଏଫଆଇଆର ରଖିବେନି ବୋଲି ମଧ୍ୟ କହିଥିଲେ। ତେବେ ଶେଷରେ ମହିଳା ଜଣକ ଭିଜିଲାନ୍ସକୁ […]