୧୪ତମ ଜଂକିଆ ପଲ୍ଲୀ ଉତ୍ସବ ଅଗଷ୍ଟ ୨୭ ରୁ ସେପ୍ଟେମ୍ବର ୨ ତାରିଖ
୧୪ତମ ଜଂକିଆ ପଲ୍ଲୀ ଉତ୍ସବ ଅଗଷ୍ଟ ୨୭ ରୁ ସେପ୍ଟେମ୍ବର ୨ ତାରିଖ ନିରାକାରପୁର,୩୦/୭(ସମ୍ବାଦ ଓଡ଼ିଶା): ଖୋର୍ଦ୍ଧା ଜିଲ୍ଲା ଜଂକିଆ ବାଲିଗାଡିଆ ଓଁ ଶ୍ରୀ ଗ୍ରୁପ୍ ପୂଜା କମିଟି ତରଫରୁ ପ୍ରତି ବର୍ଷ ଭଳି ଚଳିତ ବର୍ଷ ଗଣେଶ ପୂଜା ଅବସରରେ ଅଗଷ୍ଟ ମାସ ୨୭ ତାରିଖରୁ ସେପ୍ଟେମ୍ବର ୨ ତାରିଖ ପର୍ଯ୍ୟନ୍ତ ଜଂକିଆ ପଲ୍ଲୀ ଉତ୍ସବ ୨୦୨୫ ସ୍ଥାନୀୟ ବାସନ୍ତୀ କ୍ଲବ ପଡ଼ିଆରେ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଏକ ପ୍ରସ୍ତୁତି […]