ଶାରଦୀୟ ନବରାତ୍ରିର ନବମ ଦିବସରେ ସିଦ୍ଧିଦାତ୍ରୀ ବେଶରେ ମା ବନଦୁର୍ଗା।
ନିରାକାରପୁର: ୩୦/୦୯: ଖୋର୍ଦ୍ଧା ଜିଲ୍ଲା ରାମେଶ୍ବର ସ୍ଥିତ ମା ବନଦୁର୍ଗାଙ୍କ ପୀଠରେ ବିଶ୍ଵ କଲ୍ୟାଣ ନିମନ୍ତେ, ଶାରଦୀୟ ନବରାତ୍ରିର ଅଷ୍ଟମ ଦିବସରେ ସିଦ୍ଧିଦାତ୍ରୀ ବେଶରେ ମା ଦର୍ଶନ ଦେଇଛନ୍ତି। ସକାଳୁ ମା’ଙ୍କର ମଙ୍ଗଳ ଆଳତି, କଳଶ ପୂଜା, ସୂର୍ଯ୍ୟ ପୂଜା ପଞ୍ଚ ଦେବତା ପୂଜା, ପରେ ମା’ଙ୍କର ଶୋଡ଼ଶ ଉପଚାରରେ ମଧ୍ୟାହ୍ନ ଧୂପ, ଦୁର୍ଗା ସପ୍ତଶତୀ ଚଣ୍ଡୀ ପାଠ, ସନ୍ଧ୍ୟା ବାଳଭୋଗ, ଆଳତି, ଆଧରପଣା ଓ ଶ୍ରୀ ମହାପ୍ରସାଦ ମା’ଙ୍କୁ ସମର୍ପଣ ପୂର୍ବକ ରୀତିନୀତି ଅନୁଯାୟୀ ପୂଜା […]