ଖୋର୍ଦ୍ଧା ବ୍ଲକ ଗୋଡ଼ିପଡା ଗ୍ରାମ ପଂଚାୟତରେ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନର ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ଖୋର୍ଦ୍ଧା ବ୍ଲକ ଗୋଡ଼ିପଡା ଗ୍ରାମ ପଂଚାୟତରେ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନର ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ନିରାକାରପୁର ,୨୮/୭(ସମ୍ବାଦ ଓଡ଼ିଶା): ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଗୋଡ଼ିପଡା ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ପୁଲିସ ପ୍ରଶାସନ ର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଭାରପ୍ରାପ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି ।ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ […]







