ସରିଲା ରତ୍ନଭଣ୍ଡାର ମରାମତି : ରୁପା ଛାଉଣୀ ହେବ ବାହାର ଭଣ୍ଡାର ଘର ଦ୍ୱାର
ସରିଲା ରତ୍ନଭଣ୍ଡାର ମରାମତି : ରୁପା ଛାଉଣୀ ହେବ ବାହାର ଭଣ୍ଡାର ଘର ଦ୍ୱାର ପୁରୀ,୭/୭(ସମ୍ବାଦ ଓଡ଼ିଶା ): ଶେଷ ହୋଇଛି ବହୁ ପ୍ରତୀକ୍ଷିତ ରତ୍ନଭଣ୍ଡାର ମରାମତି। ମୋଟ ୯୫ ଦିନରେ ୩୩୨ ଘଣ୍ଟା ୪୭ ମିନିଟ କାମ କରାଯାଇଛି। ଏବେ ଶ୍ରୀମନ୍ଦିରର ବାହାର ଓ ଭିତର ରତ୍ନଭଣ୍ଡାର ସମ୍ପୂର୍ଣ୍ଣ ସୁରକ୍ଷିତ। ମହାପ୍ରଭୁଙ୍କ ଅପାର କରୁଣା, ଆଶୀର୍ବାଦ ଯୋଗୁ ଧାର୍ଯ୍ୟ ନୀଳାଦ୍ରି ବିଜେ ପୂର୍ବରୁ ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ଶେଷ ହୋଇଛି ବୋଲି କହିଛନ୍ତି […]


