ରାଜ୍ୟରେ ନାହିଁ ବନ୍ୟା ସ୍ଥିତି, ୨୪ ଘଣ୍ଟା ଭିତରେ ମୁଣ୍ଡଳୀରେ ପହଞ୍ଚିବ ପ୍ରଥମ ବନ୍ୟାଜଳ…
ରାଜ୍ୟରେ ନାହିଁ ବନ୍ୟା ସ୍ଥିତି, ୨୪ ଘଣ୍ଟା ଭିତରେ ମୁଣ୍ଡଳୀରେ ପହଞ୍ଚିବ ପ୍ରଥମ ବନ୍ୟାଜଳ… ଭୁବନେଶ୍ବର,୭/୭(ସମ୍ବାଦ ଓଡ଼ିଶା): ରାଜ୍ୟରେ ନାହିଁ ବନ୍ୟା ସ୍ଥିତି। ହୀରାକୁଦର ୨୦ ଗେଟ ଦେଇ ୨.୯୫ ଲକ୍ଷ କ୍ଯୁସେକ ଜଳ ନିଷ୍କାସନ ହେଉଛି। ଆସନ୍ତାକାଲି ସକାଳ ୬ଟା ପରେ ମୁଣ୍ଡଳିରେ ପହଞ୍ଚିବ ବନ୍ୟା ଜଳ। ୪.୫ ଲକ୍ଷ କ୍ୟୁସେକ ଜଳ ମୁଣ୍ଡଳିରେ ଆସିବ। ଆଗାମୀ ଦିନରେ ବର୍ଷା ଅଧିକ ହେଲେ ଅଧିକ ଗେଟ ଖୋଲା ହେବ। ବୈତରଣୀ ୱାର୍ଣ୍ଣି ଲେବୁଲ ପାର କରିଛି। […]

