ଜଂକିଆ ରାମକୃଷ୍ଣ ଶିକ୍ଷାକେନ୍ଦ୍ର ବାର୍ଷିକ ଉତ୍ସବ
ଜଂକିଆ ରାମକୃଷ୍ଣ ଶିକ୍ଷାକେନ୍ଦ୍ର ବାର୍ଷିକ ଉତ୍ସବ ଲକ୍ଷ୍ୟ ନିର୍ଦ୍ଧିଷ୍ଟ ରହିଲେ ସଫଳତା ମିଳିବା କଷ୍ଟକର ନୁହେଁ ନିରାକାରପୁର,୩/୨: ଛାତ୍ରଛାତ୍ରୀ ଦେଶର ଭବିଷ୍ୟତ। କଠିନ ପରିଶ୍ରମ ଓ ଦୃଢ଼ ଇଚ୍ଛା ଶକ୍ତି ସଫଳତାର ଶୀର୍ଷ ରେ ପହଞ୍ଚାଇବ ବୋଲି ଖୋର୍ଦ୍ଧା ଜିଲ୍ଲା ଜଂକିଆ ସ୍ଥିତ ରାମକୃଷ୍ଣ ଶିକ୍ଷା କେନ୍ଦ୍ରର ବାର୍ଷିକ ଉତ୍ସବ ପାଳନ ଅବସରରେ ଉପସ୍ଥିତ ବିଶିଷ୍ଟ ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଶିକ୍ଷକ ଦିଲ୍ଲୀପ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ପଞ୍ଜାବ […]





