ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ପ୍ରଶିକ୍ଷଣ ଶିବିର ଉଦଘାଟିତ
ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ପ୍ରଶିକ୍ଷଣ ଶିବିର ଉଦଘାଟିତ ଖୋର୍ଦ୍ଧା,୨୯/୩( ସମ୍ବାଦ ଓଡ଼ିଶା): ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ତିନି ଦିନିଆ ଜାତୀୟ ସେବା ଯୋଜନାର ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇ ଯାଇଛି। ଏହି ଉଦ୍ଦେଶ୍ୟରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ଉମେଶ ଚନ୍ଦ୍ର ସାହୁଙ୍କ ପୌରୋହିତରେ ଆୟୋଜିତ ସଭାରେ ଖୋର୍ଦ୍ଧାର ପ୍ରାକ୍ତନ ବିଧାୟକ ଡକ୍ଟର ଦିଲ୍ଲୀପ ଶ୍ରୀଚନ୍ଦନ ମୁଖ୍ୟ ଅତିଥି ଓ ସମାଜସେବୀ ଶ୍ରୀମତୀ ରିନା ରାଉତରାୟ ମୁଖ୍ୟ ବକ୍ତା ଭାବରେ […]









