ଶାରଦୀୟ ଷୋଳପୂଜାର ତ୍ରୟୋଦଶ ଓ ନବରାତ୍ରିର ପଞ୍ଚମ ଦିବସରେ ସ୍କନ୍ଦମାତା ବେଶରେ ମା ବନଦୁର୍ଗା।
ଶାରଦୀୟ ଷୋଳପୂଜାର ତ୍ରୟୋଦଶ ଓ ନବରାତ୍ରିର ପଞ୍ଚମ ଦିବସରେ ସ୍କନ୍ଦମାତା ବେଶରେ ମା ବନଦୁର୍ଗା। ନିରାକାରପୁର: ୨୩/୩( ସମ୍ବାଦ ଓଡ଼ିଶା): ଖୋର୍ଦ୍ଧା ଜିଲ୍ଲା ରାମେଶ୍ବର ସ୍ଥିତ ମା ବନଦୁର୍ଗାଙ୍କ ପୀଠରେ ବିଶ୍ଵ କଲ୍ୟାଣ ନିମନ୍ତେ, ଶାରଦୀୟ ଷୋଳପୂଜାର ତ୍ରୟୋଦଶ ଓ ନବରାତ୍ରିର ପଞ୍ଚମ ଦିବସରେ ସ୍କନ୍ଦମାତା ବେଶରେ ମା ଦର୍ଶନ ଦେଇଛନ୍ତି। ସକାଳୁ ମା’ଙ୍କର ମଙ୍ଗଳ ଆଳତି, କଳଶ ପୂଜା, ସୂର୍ଯ୍ୟ ପୂଜା ପଞ୍ଚ ଦେବତା ପୂଜା, ପରେ ମା’ଙ୍କର ଶୋଡ଼ଶ ଉପଚାରରେ ମଧ୍ୟାହ୍ନ ଧୂପ, ଦୁର୍ଗା […]




