ରାମେଶ୍ୱରଠାରେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୧୧ତମ ଶ୍ରାଦ୍ଧ ବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ନିରାକାରପୁର,୧୬/୪ (ସମ୍ବାଦ ଓଡ଼ିଶା):ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରଜ୍ଞାପୁରୁଷ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ୧୧ତମ ଶ୍ରାଦ୍ଧ ବାର୍ଷିକୀ ଉତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ରାମେଶ୍ୱରସ୍ଥିତ ପ୍ରଭାବତୀ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଜାନକୀ ବଲ୍ଲଭ ସ୍ମୃତି ସଂସଦର ସଭାପତି ତଥା ପୂର୍ବତନ ବିଧାୟକ ଶ୍ରୀ ଦିଲ୍ଲୀପ କୁମାର ଶ୍ରୀଚନ୍ଦନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଶ୍ରାଦ୍ଧ ବାର୍ଷିକୀକୁ କିଭଳି ଶୃଙ୍ଖଳିତ ଓ ବ୍ୟାପକ ଭାବେ ପାଳନ […]







