ଶ୍ରୀଜଗନ୍ନାଥ ମହାବିଦ୍ୟାଳୟରେ ବିଶ୍ଵ କର୍କଟ ଦିବସ
ଶ୍ରୀଜଗନ୍ନାଥ ମହାବିଦ୍ୟାଳୟରେ ବିଶ୍ଵ କର୍କଟ ଦିବସ ଖୋର୍ଦ୍ଧା ୪/୨(ସମ୍ବାଦ ଓଡ଼ିଶା): ଶ୍ରୀଜଗନ୍ନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜାତୀୟ ସେବା ଯୋଜନା ତରଫରୁ ମହାବିଦ୍ୟାଳୟ ପରିସରରେ ବିଶ୍ଵ କର୍କଟ ଦିବସ ଉପଲକ୍ଷେ ସଂଖ୍ୟାଧିକ ଛାତ୍ର ଛାତ୍ରୀଙ୍କୁ ନେଇ ଅଧ୍ୟକ୍ଷ ଶ୍ରୀଯୁକ୍ତ ଉମେଶ ଚନ୍ଦ୍ର ସାହୁଙ୍କ ପୌରୋହିତ୍ୟରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ମୁଖ୍ୟ ଅତିଥି ଡାକ୍ତର ପ୍ରିତିପର୍ଣ୍ଣା ଛୋଟରାୟ ଓ ମୁଖ୍ୟ ବକ୍ତା ଅଧ୍ୟାପକ ଶ୍ରୀଯୁକ୍ତ ପ୍ରତାପ କିଶୋର ଛୋଟରାୟ ଯୋଗଦେଇ କର୍କଟ […]






