ଚତୁର୍ଥ ବାର୍ଷିକ ମା ଭଗବତୀ ଆନ୍ତର୍ଜାତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ :ଦମ ଦମ କଲିକତା ଚାମ୍ପିଆନ
ଚତୁର୍ଥ ବାର୍ଷିକ ମା ଭଗବତୀ ଆନ୍ତର୍ଜାତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ :ଦମ ଦମ କଲିକତା ଚାମ୍ପିଆନ ନିରାକାରପୁର,୧/୨(ସମ୍ବାଦ ଓଡ଼ିଶା): ଖୋର୍ଦ୍ଧା ଜିଲ୍ଲା ଛଣଗିରି ଖେଳ ପଡିଆରେ ଛଣଗିରି ପଂଚାୟତ ଆଞ୍ଚଳିକ ଆଥଲେଟିକ ଆସୋସିଏସନ୍ ଆନୁକୁଲ୍ୟରେ ମା ଭଗବତୀ ଚତୁର୍ଥ ବାର୍ଷିକ ଆନ୍ତର୍ଜାତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଫାଇନାଲ ଖେଳ ଅନୁଷ୍ଠିତ ହୋଇଯାଇଛି। ଫାଇନାଲ ମ୍ୟାଚ୍ ରେ ରବିନ୍ଦ୍ର ଫୁଟବଲ ଏକାଡେମୀ ଦମ ଦମ କଲିକତା ବନାମ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ହୋଇଥିଲ। ଖେଳର ପ୍ରଥମାର୍ରେଦ୍ଧରେ ଦମ ଦମ କଲିକତା ଆଫ୍ରିକା […]



