ମୋହନଲାଲ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ । ସ୍ମରଣିକା କଲ୍ୟାଣୀ ଶୁଭ ଉନ୍ମୋଚନ
ମୋହନଲାଲ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ । ସ୍ମରଣିକା କଲ୍ୟାଣୀ ଶୁଭ ଉନ୍ମୋଚନ ଖୋର୍ଦ୍ଧା,୧୩/୧(ସମ୍ବାଦ ଓଡ଼ିଶା, ହିମାଂଶୁ ଭୁଷଣ ଚମ୍ପତିରାୟ):ଖୋର୍ଦ୍ଧା ଜିଲ୍ଲା ମଳିପଡାସ୍ଥିତ ମୋହନଲାଲ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଶିକ୍ଷାବିତ୍ ତ୍ରିଲୋଚନ ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ, ମୁଖ୍ୟବକ୍ତା ଢେଙ୍କାନାଳର ପୂର୍ବତନ ସାଂସଦ ମହେଶ ସାହୁ, ସମ୍ମାନିତ ଭାବେ ଖୋର୍ଦ୍ଧା ଜିଲ୍ଲାପରିଷଦ ଅଧ୍ଯକ୍ଷା ରୁପଶ୍ରୀରାଣୀ […]







