ରେଙ୍ଗଟା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ
ରେଙ୍ଗଟା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ ନିରାକାରପୁର,୪/୪(ସମ୍ବାଦ ଓଡ଼ିଶା): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ଲଳିତପାଟପୁର କ୍ଲଷ୍ଟର ଅଧୀନସ୍ଥ ରେଙ୍ଗଟା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ବାର୍ଷିକ ଉତ୍ସବ, ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ ଅତ୍ୟନ୍ତ ଉତ୍ସାହର ସହ ପାଳିତ ହୋଇଯାଇଛି । ଲେଣ୍ଡୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ସାମ୍ବାଦିକ ହିମାଂଶୁ ଭୁଷଣ ଚମ୍ପତିରାୟ […]


