ଗୋଳବାଇ ଭଗବତୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ
ଗୋଳବାଇ ଭଗବତୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ଖୋର୍ଦ୍ଧା,୨୨/୩(ସମ୍ବାଦ ଓଡ଼ିଶା) : ଖୋର୍ଦ୍ଧା ଜିଲ୍ଲା ଗୋଳବାଇ ଭଗବତୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ସାମୂହିକ ସଫେଇ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ସମାଜସେବୀ ରଶ୍ମୀକାନ୍ତ କଳସଙ୍କ ପ୍ରଚେଷ୍ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗ୍ରାମର ବହୁ ମହିଳା ସ୍ବେଛାସେବୀ ଯୋଗଦେଇ ବିଦ୍ୟାଳୟ ପ୍ରତି ନିଜର କର୍ତ୍ତବ୍ୟ ସମ୍ପାଦନ କରିଥିଲେ।ଏହି ଅଭିଯାନ ମାଧ୍ୟମରେ ସ୍ବେଛାସେବୀମାନେ ବିଦ୍ୟାଳୟର ମୁଖ୍ୟ ପ୍ରାଙ୍ଗଣ ସମେତ ଚତୁର୍ପାର୍ଶ୍ୱରେ ଜମି […]


