ଖୋର୍ଦ୍ଧା ଅବକାରୀ ବିଭାଗର ବଡ଼ ସଫଳତା: ୧୦୦ କେଜି ଗଞ୍ଜେଇ ଜବତ, ଜଣେ ଗିରଫ
ଖୋର୍ଦ୍ଧା ଅବକାରୀ ବିଭାଗର ବଡ଼ ସଫଳତା: ୧୦୦ କେଜି ଗଞ୍ଜେଇ ଜବତ, ଜଣେ ଗିରଫ ଖୋର୍ଦ୍ଧା,୩/୩(ସମ୍ବାଦ ଓଡ଼ିଶା): ଖୋର୍ଦ୍ଧା ଜିଲ୍ଲା ଅବକାରୀ ବିଭାଗକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ପରିମାଣର ଗଞ୍ଜେଇ ସହ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି। ଆଜି ଦିନ ପ୍ରାୟ ୧ଟା ୨୦ ମିନିଟ ସମୟରେ, ଖୋର୍ଦ୍ଧା ଅବକାରୀ ଅଧିକ୍ଷିକା ଶ୍ରୀମତୀ ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶ କ୍ରମେ ଏହି ଅପରେସନ କରାଯାଇଥିଲା। […]


