ଆନ୍ଦୋଳନ ବେଳେ ପୋଲିସ ଉଠାଇ ନେଲା ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ସାହୁ ଙ୍କୁ
ଆନ୍ଦୋଳନ ବେଳେ ପୋଲିସ ଉଠାଇ ନେଲା ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ସାହୁ ଙ୍କୁ ଭୁବନେଶ୍ୱର,୧୬/୭(ସମ୍ବାଦ ଓଡ଼ିଶା ): ଏଫଏମ ସ୍ଵ ୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୂତି ଘଟଣାରେ ପୀଡ଼ିତାଙ୍କ ମୃତ୍ୟୁ ପରେ ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କୁ ଦାୟୀ କରି ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିବା ସହିତ ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛି ବିଜେଡି । ବିଜୁ ଛାତ୍ର ଜନତା ଦଳ ଓ ବିଜୁ ଯୁବ […]






