ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ପ୍ରଭୁ ଶ୍ରୀଜଗନ୍ନାଥ
ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ପ୍ରଭୁ ଶ୍ରୀଜଗନ୍ନାଥ ଭୁବନେଶ୍ବର୮/୭(ସମ୍ବାଦ ଓଡ଼ିଶା ): ଓଡ଼ିଶାର ମିଷ୍ଟାନ୍ନଗୁଡ଼ିକ ଭିତରେ ରସଗୋଲା ଯେ, କେତେ ଗୁରୁତ୍ୱ ବହନ କରେ ଏକଥା କୌଣସି ଓଡ଼ିଆକୁ ବୁଝାଇବା ଦରକାର ନାହିଁ। ଏହାର ସମ୍ବନ୍ଧ ଭାରତୀୟ ଧର୍ମ, ସଂସ୍କୃତି ଓ ପରମ୍ପରା ସହ ଜଡ଼ିତ। ରସଗୋଲାର ପରମ୍ପରା ବହୁ ପ୍ରାଚୀନ କାଳରୁ ଶ୍ରୀଜଗନ୍ନାଥଙ୍କ ସଂସ୍କୃତି ତଥା ରଥଯାତ୍ରା ସହ ଜଡ଼ିତ ରହିଛି।ରସଗୋଲା ଦିବସ ପ୍ରତିବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନୀଳାଦ୍ରିବିଜେ ଅବସରରେ ପାଳିତ ହୁଏ […]




