Sambad Odisha

ଅପରାଧ ରାଜ୍ୟ

ଲାଞ୍ଚ ନେଇ ଧରାପଡ଼ିଲେ ଏସଆଇ, ଏଫଆଇଆର ରଖିବାକୁ ନେଉଥିଲେ ଟଙ୍କା

  • August 2, 2022
  • 0 Comments

ନୟାଗଡ଼: ଲାଞ୍ଚ ନେଇ ଧରାପଡ଼ିଲେ ଏସଆଇ। ଏଫଆଇଆର ରଖିବାକୁ ଜଣେ ମହିଳାଙ୍କ ଠାରୁ ଟଙ୍କା ନେଉଥିବାବେଳେ ଧରିଲା ଭିଜିଲାନ୍ସ। ଗିରଫ ଏସଆଇ ଜଣକ ହେଉଛନ୍ତି ନୟାଗଡ଼ ଶରଣକୂଳ ଥାନା ଏସଆଇ ରାଜେଶ ଶ୍ରୀଚନ୍ଦନ। ସୂଚନା ଅନୁଯାୟୀ, ମୋନାଲିସା ଦାସ ନାମକ ଜଣେ ମହିଳା ଥାନାରେ ଏଫଆଇର ଦେବାକୁ ଆସିଥିଲେ। ମାତ୍ର ଏଫଆଇଆର ରଖିବାକୁ ଟଙ୍କା ମାଗିଥିଲେ ଏସଆଇ ଜଣକ। ଏମିତିକି ଟଙ୍କା ନଦେଲେ ଏଫଆଇଆର ରଖିବେନି ବୋଲି ମଧ୍ୟ କହିଥିଲେ। ତେବେ ଶେଷରେ ମହିଳା ଜଣକ ଭିଜିଲାନ୍ସକୁ […]